ବରିଷ୍ଠ ଆଇଏଏସ ଅଧିକାରୀ ସିଜେ ଭେନୁଗୋପାଳଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

0 84

ଭୁବନେଶ୍ୱର- ତା.୨୭.୧୨.୨୦୨୪

ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ତଥା ରାଜସ୍ବ ପର୍ଷଦ ସଦସ୍ୟ ଶ୍ରୀ ସିଜେ ଭେନୁଗୋପାଳଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଶ୍ରୀ ଭେନୁଗୋପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା,ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ବିଭିନ୍ନ ବିଭାଗର ଶାସନ ସଚିବ ପ୍ରମୁଖ ତାଙ୍କୁ ଭେଟି ସମ୍ବର୍ଦ୍ଧନା ପ୍ରଦାନ କରିବା ସହ ଅବସର କାଳୀନ ଜୀବନ ସୁଖମୟ ହେଉ ବୋଲି ଶୁଭକାମନା ଜଣାଇଛନ୍ତି । ଶ୍ରୀ ଭେନୁଗୋପାଳ ରାଜ୍ୟ ସରକାରଙ୍କ ବିଭିନ୍ନ ପଦପଦବୀରେ ରହି ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି ।

Leave A Reply

Your email address will not be published.