ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ସରପଞ୍ଚ ନିଲମ୍ବିତ

0 85

କଟକ : କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲି ବ୍ଲକ୍ ଅନ୍ତର୍ଗତ ନଗସପୁର ପଞ୍ଚାୟତର ସରପଞ୍ଚ ସୁଧାଂଶୁ ଶେଖର ଭୂୟାଁଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଥିବା ଜଣାଯାଇଛି । ସୂଚନାଯୋଗ୍ୟ, କରୋନାର ମୁକାବିଲା ବେଳେ ସରପଞ୍ଚ ନିଜ କ୍ଷମତାର ଅପବ୍ୟବହାର କରିବା ତଥା ମହିଳା ଆୟୁଷ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ନଗସପୁର ପଞ୍ଚାୟତର ସରପଞ୍ଚ ସୁଧାଂଶୁ ଶେଖର ଭୂୟାଁ ଗିରଫ ହୋଇ ଜେଲ ଯାଇଥିଲେ ।

Leave A Reply

Your email address will not be published.