କଟକରେ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ

0 73

ଭୁବନେଶ୍ୱର : କଟକରେ  ଗତ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୧୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ସେହିପରି  ଏହି ସମୟ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା କରି ନ ଥିବା ଅଭିଯୋଗରେ ୭୧୮ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି ।  କଟକ ଡିସିପି  ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା

Leave A Reply

Your email address will not be published.