ସ୍ୱତନ୍ତ୍ର ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

0 69

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍‌  ଜାରି ରଖିଛି ଭିଜିଲାନ୍ସ ଟିମ୍‌ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଟିମ୍‌ । ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଟଙ୍କପାଣି ରୋଡ୍‌, ପଟିଆରେ ଥିବା ଫ୍ଲାଟ୍‌, ବାଲେଶ୍ବରରେ ଥିବା ୨ ମହଲା ଘର ,  ନୂଆଗାଁରେ ଥିବା ଘର ଓ ପୁରୀରେ ଥିବା ଏକ ଫ୍ଲାଟ୍‌ରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି ।

Leave A Reply

Your email address will not be published.