ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ସୋମବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।

ଏହାସହ କହିଛନ୍ତି ମୁଁ ସୁସ୍ଥ ଅଛି , ନିକଟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ମୁଁ ଅନୁରୋଧ କରୁଛି ସେମାନେ ଆଇସୋଲେସନରେ ରହି କରୋନା ଟେଷ୍ଟ କରାଇ ନିଅନ୍ତୁ।

Leave a Reply

Your email address will not be published. Required fields are marked *