ଆଜି +୨ ବାଣିଜ୍ୟ ଫଳ ଘୋଷଣା

0 71

ଭୁବନେଶ୍ୱର  : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ସିଏଚ୍‍ଏସ୍‍ଇ କାର୍ଯ୍ୟାଳୟରେ ପୂର୍ବାହ୍ନ ୧୧ଟା ୩୦ ମିନିଟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ଦୁଇ ବାଣିଜ୍ୟ ଫଳ ଘୋଷଣା କରିବେ । ଏହାପରେ www.orissaresults.nic.inରେ ପରୀକ୍ଷାଫଳ ଉପଲବ୍ଧ ହେବ ।

Leave A Reply

Your email address will not be published.