ଭୁବନ ୨୪।୦୮: ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅସୁରବନ୍ଧ ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି । ଦିଅର ଟାଙ୍ଗିଆ ଚୋଟରେ ଭାଉଜର ମୃତ୍ୟୁ ହୋଇଥିବା ବେଳେ ୫ ବର୍ଷର ଝିଆରୀ ଗୁରୁତର ଆହତ ହୋଇଛି । ଗୁରୁତର ଥିବା ଝିଆରୀ ଅଭିଶା ମଳିକକୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ମିଲୀ ମଳିକ ।
Your email address will not be published. Required fields are marked *
Comment
Name *
Email *
Website
Save my name, email, and website in this browser for the next time I comment.