୨୪ ଘଣ୍ଟାରେ ୭୮୫୧୨ ନୂଆ ମାମଲା, ୯୭୧ ଜଣଙ୍କର ମୃତ୍ୟୁ

0 123

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୭୮୫୧୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୯୭୧ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୧,୨୪୬ ଲକ୍ଷରେ ରେ ପହଂଚିଛି । ସୋମବାର ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ମୋଟ ୨୭,୭୪,୮୦୨ ରୋଗୀ ସୁସ୍ଥ ହୋଇ ସାରିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୬୪୪୬୯ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.