ରାଜ୍ୟର ଆଉ ୧୦ ଜୀବନ ନେଲା କରୋନା

0 61

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୦ ଜୀବନ ନେଇଛି ମହାମାରୀ କରୋନା। ରବିବାର ମୃତ୍ୟୁ ବରଣ କରିଥିବା ୧୦ ମୃତକଙ୍କୁ ମିଶାଈ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୨୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୦ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ରହିଥିବା ବେଳେ କଟକରୁ ୨, ଗଞ୍ଜାମ, ବାଲେଶ୍ୱର, କଳାହାଣ୍ଡି, ମୟୂରଭଞ୍ଜ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି।

Leave A Reply

Your email address will not be published.