ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୩ଟି ଗେଟ୍

0 69

ସମ୍ବଲପୁର ୨୩।୯: ହୀରାକୁଦ ଡ୍ୟାମ୍ ଆଉ ୩ଟି ଗେଟ୍ ଖୋଲିଲା, ଏବେ ୧୨ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୧ ଲକ୍ଷ ୭୦ ହଜାର ୨୫୧ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୬୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୯.୦୮ ଫୁଟ୍ ରହିଛି

Leave A Reply

Your email address will not be published.