ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 51

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.