ରାଜ୍ୟରେ ୩୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୩୬୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୩୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୯୭ ହେଉଛି ଲୋକାଲ୍ କେସ୍‌।

Leave a Reply

Your email address will not be published. Required fields are marked *