ଭୁବନେଶ୍ୱର : ରାଜ୍ୟରେ ୩୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୧୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୪୯୭ ହେଉଛି ଲୋକାଲ୍ କେସ୍।
Your email address will not be published. Required fields are marked *
Comment
Name *
Email *
Website
Save my name, email, and website in this browser for the next time I comment.