୨୪ ଘଣ୍ଟାରେ ରାଜ୍ୟରେ ୧୭ କରୋନା ରୋଗୀଙ୍କ ମୃତ୍ୟୁ

0 60

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୯୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର ଓ ଢେଙ୍କାନାଳରୁ ୩ଜଣ ଲେଖାଏ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏ,
ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.