ଦିନକରେ ଓଡ଼ିଶାରେ ୩,୦୫୩ କରୋନା ଆକ୍ରାନ୍ତ ଚିହ୍ନଟ

0 69

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୦୫୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୦୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୦୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୨୪୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.