ଆଜି ଚିହ୍ନଟ ହେଲେ ୩, ୧୪୪ କରୋନା ଆକ୍ରାନ୍ତ

0 70

ଭୁବନେଶ୍ୱର:  ଗତ ୨୪ ଘଣ୍ଟାରେ ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୩, ୧୪୪ କରୋନା ରୋଗୀ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧, ୮୨୫ ଓ ଲୋକାଲ କେସ ରହିଛି ୧, ୩୧୯। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୪,୧୪୨। ଖୋର୍ଦ୍ଧାରୁ ସର୍ବାଧିକ ୫୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ସମ୍ବଲପୁର, ସୁନ୍ଦରଗଡରେ ଶହେରୁ ଅଧିକ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.