Daily Archives

October 19, 2020

ଫାରୁକ୍ ଅବଦୁଲ୍ଲାଙ୍କୁ ଇଡିର ଜେରା

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର କ୍ରିକେଟ ଆସୋସିଏସନରେ ହୋଇଥିବା ଦୁର୍ନୀତି ପ୍ରସଙ୍ଗରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ
Read More...

ଭାରତୀୟ ସେନା ଦ୍ୱାରା ଚୀନର ଜଣେ ଯବାନ ଗିରଫ

ନୂଆଦିଲ୍ଲୀ : ଲଦାଖରେ ଭାରତ ଓ ଚୀନ ସେନା ଗତ ପ୍ରାୟ ୬ ମାସ ହେଲା ମୁହାଁମୁହିଁ ଅବସ୍ଥାରେ ଥିବାବେଳେ ଆଜି ଭାରତୀୟ ସେନା ଜଣେ ଚୀନ ସୈନିକକୁ ଗିରଫ କରିଛି । ଉକ୍ତ ସୈନିକ
Read More...

ଅଭିଯୁକ୍ତ ମହିଳାଙ୍କୁ ପୁଲିସର ଗଣଦୁଷ୍କର୍ମ

ଭୋପାଲ୍: ଦିନକୁ ଦିନ ନାରୀ ନିର୍ଯ୍ୟାତନା ଘଟଣା ବଢ଼ି ବଢ଼ି ·ଲିଛି । ମଧ୍ୟପ୍ରଦେଶର ରେୱା ଜିଲ୍ଲାରୁ ପୁଣି ଏକ ଜଘନ୍ୟ କାଣ୍ଡ ସାମ୍ନାକୁ ଆସିଛି । ୧୦ ଦିନ ଧରି ପୁଲିସ
Read More...

ଇମ୍ରାନ୍ ଡରୁଆ, ଅଯୋଗ୍ୟ : ମାରିୟମ୍ ନୱାଜ୍

କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା ପୋଲିସ ଇସଲାମାବାଦ: କରାଚୀରେ ବିରୋଧୀ ଦଳ ଗତକାଲି ଇମ୍ରାନ ସରକାରଙ୍କ ବିରୋଧରେ ଶକ୍ତି ପ୍ରଦର୍ଶନ
Read More...

ଆତ୍ମଘାତୀ କାର୍ ବିସ୍ଫୋରଣ: ୧୨ ମୃତ, ୧୨୦ ଆହତ

କାବୁଲ: ଆଫଗାନିସ୍ତାନ ଘୋରର ପଶ୍ଚିମ ପ୍ରାନ୍ତରେ ରବିବାର ଏକ ଆତ୍ମଘାତୀ କାର ବିସ୍ଫୋରଣରେ ୧୨ ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ଏଥିରେ ୧୨୦ ଲୋକ ଆହତ ହୋଇଛନ୍ତି ।
Read More...

ରାଜ୍ୟରେ୧୯୮୨କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୧୯୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍
Read More...