ରାଜ୍ୟରେ ୧,୯୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

0 82

ଭୁବନେଶ୍ୱର:  ରାଜ୍ୟରେ ନୂଆ   ୧,୯୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧,୧୧୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୭୮୯ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ କଟକ ୧୦୧, କେନ୍ଦ୍ରାପଡା ୧୦୬, ନୂଆପଡା ୧୨୮ ଓ ସୁନ୍ଦରଗଡରେ ୧୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.