ରାଜ୍ୟରେ କରୋନାରେ ଆଉ୧୩ ଜଣଙ୍କ ମୃତ୍ୟୁ

0 76

ଭୁବନେଶ୍ଵର : ରାଜ୍ୟରେ ଗୁରୁବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି। ଆଜି ୧୩ ଜଣ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, କଟକ, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Leave A Reply

Your email address will not be published.