ମର୍ମନ୍ତୁଦ ଦୁର୍ଘଟଣା, ୬ ମୃତ

0 70

ଅମରାବତୀ: ବିବାହ ଭୋଜିରୁ ଫେରିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଭ୍ୟାନ୍ । ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି । ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ଆନ୍ଧ୍ରପ୍ରଦେଶର ଇଷ୍ଟ ଗୋଦାବରୀ ଜିଲ୍ଲାର ଥାନ୍ତିକୋଣ୍ଡାରେ ଏହି ଦୁର୍ଘଟଣା ଘଟିଛି । ଭ୍ୟାନରେ ମୋଟ୍ ୧୫ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି । ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି ।

Leave A Reply

Your email address will not be published.