ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

0 69

ଭୁବନେଶ୍ଵର : ରାଜ୍ୟରେ ଶନିବାର ଆଉ ୧୨ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦କୁ ବୃଦ୍ଧି ପାଇଛି। ଆଜି ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ, ଝାରସୁଗୁଡା, ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Leave A Reply

Your email address will not be published.