0 81

ରାଜ୍ୟରେ ୧୩୮୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ନୂଆ ୧୩୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୫୯୧  ହେଉଛି ଲୋକାଲ୍ କେସ୍‌।

Leave A Reply

Your email address will not be published.