ରାଜ୍ୟରେ କରୋନାରେ ୯ ଆକ୍ରାନ୍ତ ମୃତ

0 86

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ମୋଟ୍‌ ୧୩୪୦ ଜଣଙ୍କର କରୋନାରେ ଜୀବନ ଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Leave A Reply

Your email address will not be published.