ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ମୋଟ୍ ୧୩୪୦ ଜଣଙ୍କର କରୋନାରେ ଜୀବନ ଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
Your email address will not be published. Required fields are marked *
Comment
Name *
Email *
Website
Save my name, email, and website in this browser for the next time I comment.