୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 60

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା କରୋନା ସଂକ୍ରମିତଙ୍କ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୬୯ରେ ପହଞ୍ଚି ଥିବା କହିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୂଚନାଥାଉ କି, ଆଜି ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.