ରାଜ୍ୟରେ ଚିହ୍ନଟ ହେଲେ ୧୦୧୮ କରୋନା ସଂକ୍ରମିତ

0 69

ଭୁବନେଶ୍ବର ୧୩।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୧୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୦୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave A Reply

Your email address will not be published.