ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ

0 72

ଭୁବନେଶ୍ବର : କରୋନା କଟକଣା ମଧ୍ୟରେ  ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ତେବେ ପ୍ରଥମ ଦିନରେ ଦିବଂଗତ ନେତା ଓ କରୋନା ଯୋଦ୍ଧା ପ୍ରତି ଶୋକ ବ୍ୟକ୍ତ ପରେ ଗୃହକୁ ମୁଲତବୀ ରଖାଯାଇଛି। ପୂର୍ବତନ ବାଚସ୍ପତି ଶରତ କର, କାର୍ତ୍ତିକେଶ୍ୱର ପାତ୍ର ଓ ଗୁରୁପଦ ନନ୍ଦଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ଶୋକ ପ୍ରସ୍ତାବ ଆଲୋଚନା ପରେ ଗୃହ ୩ଟା ଯାଏ ମୁଲତବୀ ରହିଛି। ଅପରାହ୍ଣରେ  ୨୦୨୦-୨୧ ବର୍ଷର ଅତିରିକ୍ତ ବଜେଟ୍ ଆଗତ ହେବ।

Leave A Reply

Your email address will not be published.