ରାଜ୍ୟରେ କରୋନା ସଂକ୍ରମିତ ୬୩୮ ଚିହ୍ନଟ

0 60

ଭୁବନେଶ୍ବର ୨୨।୧୧: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୯୬୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୬୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave A Reply

Your email address will not be published.