ପରଲୋକରେ ତରୁଣ ଗୋଗୋଇ

0 73

ଗୌହାଟୀ, ୨୩ ।୧୧: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ଅଗଷ୍ଟ ୨୫ ତାରିଖରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ଅକ୍ଟୋବର ୨୫ ତାରିଖରୁ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ ମିଳିଥିଲା । କିନ୍ତୁ ନଭେମ୍ୱର ୨ ତାରିଖରେ ଗୋଗୋଇ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ଗୌହାଟୀ ମେଡିକାଲ୍ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ସଂଘର୍ଷ କରିବା ପରେ ଆଜି ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

Leave A Reply

Your email address will not be published.