ପୋଲିସ ମାଓବାଦୀ ମୁହାଁମୁହିଁ ରେ ଜଣେ ମାଓ ନେତା ମୃତ

0 79

ମାଲକାନଗିରି : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୋଲିସ ମାଓବାଦୀ ଗୁଳିବିନିମୟ । ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି । ଆଜି ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଥିବା ପରେ  ଗୁଳିବିନିମୟ ରେ ଜଣେ ହାର୍ଡକୋର ମାଓବାଦୀ ମୃତ୍ୟୁ ସହ ବନ୍ଧୁକ ଓ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି ।ମୃତକ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି ।

Leave A Reply

Your email address will not be published.