ରାଜ୍ୟରେ ୫୫୦ କରୋନା ସଂକ୍ରମିତ ଚିହ୍ନଟ

0 65
facebook sharing button
twitter sharing button
messenger sharing button

ଭୁବନେଶ୍ବର ୨୮।୧୧: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୭୭୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave A Reply

Your email address will not be published.