0 66

ରାଜ୍ୟରେ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶନିବାର ଆଉ ୪୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୮୦୩ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ ସଙ୍ଗରୋଧରୁ ରହିଥିବାବେଳେ ୧୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Leave A Reply

Your email address will not be published.