ରାଜ୍ୟରେ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

Hospital staff carry the body of a person who died of COVID-19 to a morgue in Mumbai, India, Friday, May 29, 2020. Most of the over 150,000 cases are concentrated in five of India’s 28 states, though an increase in cases has also been reported in some eastern states as migrant workers have begun arriving home from big cities on special trains. (AP Photo/Rajanish Kakade)
0 71

ଭୁବନେଶ୍ବର ୩୦।୧୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ଭଦ୍ରକ, ବଲାଙ୍ଗୀର, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୩୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୭୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୧୫୪୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.