ରାଜ୍ୟରେ କରୋନାରେ ଜଣେ ସଂକ୍ରମିତ ପ୍ରାଣ ହରାଇଲେ

Hospital staff carry the body of a person who died of COVID-19 to a morgue in Mumbai, India, Friday, May 29, 2020. Most of the over 150,000 cases are concentrated in five of India’s 28 states, though an increase in cases has also been reported in some eastern states as migrant workers have begun arriving home from big cities on special trains. (AP Photo/Rajanish Kakade)
0 132

ଭୁବନେଶ୍ବର ୧୯।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ମୟୁରଭଞ୍ଜ ଜିଲ୍ଲାର । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୧୨୩୨୩୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.