ଗଞ୍ଜାମ ଜିଲ୍ଲାରେ ନୂଆ ୧୯୮ କରୋନା ପଜିଟିଭ୍ ଚିହ୍ନଟ, ଜଣେ ମୃତ

0 67

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ଜଣେ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଅଦ୍ୟାବଧି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୧ କୁ ବୃଦ୍ଧି ପାଇଛି । ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ ରହିଛି ।     
ସେହିପରି ଗତକାଲି ୧୫୪ ଜଣ ସୁସ୍ଥ ହୋଇଥିବା ଜଣାପଡିଛି । 

Leave A Reply

Your email address will not be published.