ରାଜ୍ୟପାଳଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

70

ଭୁବନେଶ୍ୱର : କୋଭିଡ୍‌-୧୯ ମହାମାରୀ ବିରୁଦ୍ଧ ସଂଗ୍ରାମକୁ ସଶକ୍ତ କରବା ଉଦ୍ଦେଶ୍ୟରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨୦ ଲକ୍ଷ ଟଙ୍କା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହା ଅନ୍ୟମାନଙ୍କୁ ମହାମାରୀ ବିରୁଦ୍ଧରେ ଓଡ଼ିଶାର ଉଦ୍ୟମକୁ ସଶକ୍ତ କରିବା ପାଇଁ ସହଯୋଗ ପ୍ରଦର୍ଶନ ନିମନ୍ତେ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.