ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦାୟିତ୍ୱ ନେଲେ ବିଷ୍ଣୁପଦ ସେଠୀ

84

ଭୁବନେଶ୍ୱର : ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଷ୍ଣୁପଦ ସେଠୀ । ଆଜି ନିଜର ଦାୟିତ୍ୱ ଗ୍ରହଣ କରିବା ପରେ ବିଭାଗୀୟ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଓ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ସହ ଆଲୋଚନା କରିଛନ୍ତି । ବରିଷ୍ଠ ଆଇଏଏସ ତଥା ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଥିଲେ ବିଷ୍ଣୁ ଦ ସେଠୀ । ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ବରିଷ୍ଠ ଆଇଏଏସ୍ ତଥା ରାଜସ୍ୱ ବିଭାଗର ପ୍ରମୁଖ ସଚିବ ବିଷ୍ଣୁ ଦ ସେଠୀ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି ।

Comments are closed.