ଓଜେଇଇ ଆବେଦନ ଜୁନ୍ ୧୫ ଯାଏଁ ବୃଦ୍ଧି

0 85

ଭୁବନେଶ୍ୱର : ଓଡିଶା ଜଏଂଟ ଏଂଟ୍ରାନ୍ସ ଏକଜାମିନେସନ୍ (ଓଜେଇଇ) ପାଇଁ ଆବେଦନ ଅବଧି ଜୁନ୍ ୧୫ କୁ ବୃଦ୍ଧି କରାଯାଇଛି । ସେହିପରି ଫି ଦାଖଲର ଶେଷ ତାରିଖ ଜୁନ୍ ୧୭କୁ ବୃଦ୍ଧି କରାଯାଇଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଥିବାରୁ ଏହି ନିଷ୍ପତି ନିଆଯାଇଛି । ପୂର୍ବରୁ ଓଜେଇଇ ଆବେଦନ ଅବଧି ମଇ ୧୫ ଯାଏ ଥିଲା ଏବଂ ଜୁନ୍ ୧୭ରୁ ୨୪ ଯାଏଁ ପରୀକ୍ଷା ପାଇଁ ଧାର୍ଯ୍ୟ କରାଯାଇଥିଲା ।

Leave A Reply

Your email address will not be published.