ଅକ୍ଷୟ ତୃତୀୟାରେ ମୁଖ୍ୟମନ୍ତ୍ରୀ ନବୀନ ଜଣାଇଲେ ଶୁଭେଚ୍ଛା

0 74

ଭୁୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଷୟ ତୃତୀୟାରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଚଳିତ ବର୍ଷ ଭଲ ଫସଲ ଅମଳ ଚାଷୀଙ୍କ ସୁଖ ଓ ସମୃଦ୍ଧିର ଧାରାକୁ ଆହୁରି ତ୍ୱରାନ୍ୱିତ କରୁ ବୋଲି ସେ କହିଛନ୍ତି । 

Leave A Reply

Your email address will not be published.