ରାଜ୍ୟରେ ୨୪ ଘଂଟାରେ କରୋନାରେ ୨୨ ଜଣଙ୍କର ମୃତ୍ୟୁ

0 70

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୨୨ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୩୩୫ ହୋଇ ଯାଇଛି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ବୌଦ୍ଧ, ଖୋର୍ଦ୍ଧା, କୋରାପୁଟ, ନୂଆପଡ଼ା, ରାୟଗଡା, ସୁନ୍ଦରଗଡରୁ ୩ ଜଣ ଲେଖାଏ ସକ୍ରମିତ ମୃତ୍ୟବରଣ କରିଛନ୍ତି । ସେହିପରି ଅନୁଗୁଳରୁ ୨, ଜଣ ମୃତ୍ୟୁବରଣ କରିଥିବା ବେଳେ ଗଜପତି ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.