ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୂଳସଚିବ ବଦଳିଲେ

0 70

ଗଞ୍ଜାମ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୂଳସଚିବ ଭାବେ ପ୍ରଦୀପ କୁମାର ମିଶ୍ର (ଓଏଏସ) ଙ୍କୁ ଅବସ୍ଥାପିତ କରାଯାଇଛି । ଶ୍ରୀ ମିଶ୍ର ଦକ୍ଷିଣାଚଂଳ ରାଜସ୍ୱ କମିଶନରଙ୍କ ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ଥିଲେ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ଶୁଣାଣି ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରବର୍ତି ସମୟରେ ଏହି ନୂତନ ନିଯୁକ୍ତି ସଂକ୍ରାନ୍ତରେ ରାଜ୍ୟପାଳଙ୍କ କାର୍ଯ୍ୟାଳୟରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କୁହାଯାଇଛି । ବର୍ତମାନ ରଞ୍ଜନ କୁମାର ବିଶ୍ୱାଳ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୂଳସଚିବ ଭାବେ ଦାୟୀତ୍ୱ ତୁଲାଉଛନ୍ତି ।

Leave A Reply

Your email address will not be published.