ରାଜ୍ୟରେ ଗୋଟିଏ ଦିନରେ ୩୫୩୫ କରୋନା ଆକ୍ରାନ୍ତ ଚିହ୍ନଟ

99

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା   ୮୬୩୦୬୧

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୫୩୫  ଜଣ ନୂଆ  କରୋନା  ଆକ୍ରାନ୍ତ ଚିହ୍ନଟ ହେବା ପରେ  ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା  ୮୬୩୦୬୧ କୁ ବୃଦ୍ଧି ପାଇଛି ।  ସୂଚନା ଓ ଲୋକ ସମ୍ପର୍କ  ବିଭାଗ ପକ୍ଷରୁ ଟ୍ୱିଟ କରି  ସୂଚନା ଦିଆ  ଯାଇଛି ।  ରାଜ୍ୟରେ ବର୍ତମାନ ସୁଦ୍ଧା  ୮୧୧୭୮୦  ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ  ସକ୍ରିୟ ୪୭୭୯୬  ରହିଛି । 

Comments are closed.