-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧
ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୫୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୧୧୭୮୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୪୭୭୯୬ ରହିଛି ।
Comments are closed.