ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୭ ଜଣଙ୍କର ମୃତ୍ୟୁ

0 80

ଭୁବନେଶ୍ୱର : ରାଜ୍ୟରେ  ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୮୪୮  ହୋଇ ଯାଇଛି ।

Leave A Reply

Your email address will not be published.