ଟିଭିରେ ଘୋଷଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ

68

ଭୁବନେଶ୍ୱର : କୋଭିଡ୍ କଟକଣା ଯୋଗୁଁ ଗତବର୍ଷ ଭଳି ଚିତ ବର୍ଷ ମଧ୍ୟ ବିନା ଭକ୍ତରେ ପୁରୀରେ ଚତୁର୍ଦ୍ଧାମୂର୍ତିଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଘରେ ବସି ଟେଲିଭିଜନ ପରଦାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ମଧ୍ୟ ଟିଭି ମାଧ୍ୟମରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ।

Comments are closed.