ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗ : ତୁରେକେଲା ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ

76

ବଲାଙ୍ଗିର : ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ତୁରେକେଲା ଜିପିଇଓ ଗୋବିନ୍ଦ ଭୋଇଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି । ଏକକାଳୀନ ୫ଟି ସ୍ଥାନରେ ବିଭାଗୀୟ ଅଧିକାରୀ ମାନେ ଚଢ଼ଉ କରିଛନ୍ତି । ଚଢ଼ଉ ଜାରୀ ରହିଥିବାରୁ ଏନେଇ ସବିଶେଷ ତଥ୍ୟ ମିଳିପାରିନାହିଁ ।

Comments are closed.