ଛତିଶଗଡ଼ ଦାନ୍ତେୱାଡ଼ା ଜିଲ୍ଲା ଘୋଟିଆରେ ପୋଲିସକୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ

0 64

ମାଲକାନଗିରି : ଛତିଶଗଡ଼ର ଦାନ୍ତେୱାଡ଼ା ଜିଲ୍ଲା ଘୋଟିଆରେ ଆଜି ଭୟଙ୍କର ବିସ୍ଫୋରଣ ହୋଇଛି । ଲ୍ୟାଣ୍ଡମାଇନ ବିସ୍ଫୋରଣରେ ବୋଲେରୋ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଏହି ଘଟଣାରେ ୯ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ତୁରନ୍ତ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଇଛି । ତେବେ ଛତିଶଗଡ଼ ଦାନ୍ତେୱାଡ଼ା ଜିଲ୍ଲା ଘୋଟିଆରେ ପୋଲିସକୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ ।

Leave A Reply

Your email address will not be published.