କଲ୍ୟାଣ ସିଂହଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0 56

ଭୁବନେଶ୍ୱର : ପୂର୍ବତନ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ ରେ ଉଲ୍ଲେଖ କରିଛନ୍ତି ଯେ ଉତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂହଙ୍କ ଦେହାନ୍ତ ଖବର ପାଇ ଦୁଃଖିତ । ଏଥିସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.