ରାଜ୍ୟ କ୍ୟାବିନେଟ୍ ରେ ଆସିବ ଇ-ଯାନ ନୀତି

0 70

ଭୁବନେଶ୍ୱର : ରାଜ୍ୟରେ ବିଦ୍ୟୁତ ଚାଳିତ ଯାନ ଉପରେ ଗୁରୁତ୍ୱ ଦିଆଯିବ । ବିଦ୍ୟୁତ ଚାଳିତ ଯାନ କିଣିବା ପାଇଁ ସରକାର ପ୍ରୋତ୍ସାହନ ଦେବେ ଏବଂ କିଣିଲେ ରିହାତି ମିଳିବ । ଦୁଇ ଚକିଆ ଯାନ ପାଇଁ ୫ ହଜାର ଟଙ୍କାର ରିହାତି ଦିଆଯିବା ସହ ତିନି ଚକିଆ ଯାନ ପାଇଁ ୧୨ ହଜାର ଓ ୪ ଚକିଆ ପାଇଁ ସର୍ବାଧିକ ୧ ଲକ୍ଷ ଟଙ୍କା ରିହାତି ମିଳିବ । ସରକାରୀ ଅଫିସ୍ ଓ କମ୍ପାନି ବିଦ୍ୟୁତ ଚାଳିତ ଯାନ କିଣିଲେ ଅଧିକ ରିହାତି ମିଳିବ ।

ଆସନ୍ତା କ୍ୟାବିନେଟରେ ଏହି ଇ-ଯାନ ନୀତି ଆସିବ ବୋଲି ପରିବହନ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.