ରାଜ୍ୟର ସ୍ଥିତି ଦେଖି ତୃତୀୟ ଲହର କଥା ସମୀକ୍ଷା କରାଯିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

0 71

ଭୁବନେଶ୍ୱର : କରୋନା ଖସୁଥିବା ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିସାରିଛି । ଏହା ଭଲ ଖବର । ହେଲେ ସଚେତନ ରହିବାକୁ ଏବେ ବି ଆହ୍ୱାନ ରହିଛି । ତୃତୀୟ ଲହରି କେଉଁଠି କଣ ଆସିଲା, ତାହାର କିଛି ଅର୍ଥ ନାହିଁ । ଆମ ରାଜ୍ୟର ସ୍ଥିତି ଦେଖି ତୃତୀୟ ଲହରି କଥା ସମୀକ୍ଷା କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।

Leave A Reply

Your email address will not be published.